Home Posts tagged covid tally
Odisha News
ଭୁବନେଶ୍ୱର, ୪/୪ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୪୨ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ […]Continue Reading
Seo wordpress plugin by www.seowizard.org.