Home Posts tagged Crime Branch
Odisha News
ଝାରସୁଗୁଡ଼ା,୩/୩: କ୍ରାଇମ୍ବ୍ରାଞ୍ଚକୁ ଅଦାଲତି ଝଟକା ମିଳିଛି। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ମାନସିକ ସ୍ଥିତ ଯାଞ୍ଚ ପାଇଁ ବାଙ୍ଗାଲୁରୁର ନିମହାନ୍ସରେ ମେଡିକାଲ ଟେଷ୍ଟ କରିବାକୁ କ୍ରାଇମବ୍ରାଞ୍ଚ କରିଥିବା ଆବେଦନକୁ ଝାରସୁଗୁଡ଼ା ଅତିରିକ୍ତ ଜିଲ୍ଲା ସେସନ କୋର୍ଟ ଆଜି ଖାରଜ କରି ଦେଇଛନ୍ତି। କ୍ରାଇମବ୍ରାଞ୍ଚ ପକ୍ଷରୁ ଉପରୋକ୍ତ ପ୍ରାର୍ଥନା ନେଇ ପୂର୍ବରୁ ଝାରସୁଗୁଡ଼ା ଜିଲ୍ଲା ଜଜ କୋର୍ଟରେ Continue Reading
Odisha News
ସୁନ୍ଦରଗଡ଼,୩୦/୧: ଗତକାଲି ରାତିରେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୁନ୍ଦରଗଡ଼ ଆସି ପୁଲିସ ବାରାକରେ ରଖା ଯାଇଥିବା ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୨ ଘଣ୍ଟା ପଚରାଉଚରା କରିଥିଲେ।ଗୋପାଳଙ୍କୁ ୫୦ରୁ ଅଧିକ ପ୍ରଶ୍ନ କରିଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ। ତେବେ ଗୋପାଳ ହତ୍ୟା ସମ୍ପର୍କରେ କଣ କହିଛନ୍ତି, ପ୍ରଶ୍ନଗୁଡ଼ିକର କି ଉତ୍ତର ରଖିଛନ୍ତି, ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଗଣମାଧ୍ୟମ ଆଗରେ ମୁହଁ Continue Reading
Odisha News
ଚାନ୍ଦବାଲି, ୩/୪: ତଦନ୍ତ ସରି ନାହିଁ, ପୁଣି ରିମାଣ୍ଡରେ ଦିଅ, ଏମିତି କିଛି ଯୁକ୍ତି ରଖିଥିଲେ କ୍ରାଇମବ୍ରାଞ୍ଚ । ଏହି ଯୁକ୍ତି କରି ଦୁଇ ଜଣଙ୍କୁ ୩ ଦିନ ରିମାଣ୍ଡରେ ନେଇଥିବା ବେଳେ ଅନ୍ୟ ଦୁଇଜଣଙ୍କର ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି ।ସୂଚନାଯୋଗ୍ୟ ଯେ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚକୁ ପୁଣି ରିମାଣ୍ଡ ଅନୁମତି ମିଳିଛି । ପୂର୍ବରୁ ନିରଞ୍ଜନ, ରଞ୍ଜନ, ଝୁନା ଓ ଶର୍ମିଷ୍ଠାଙ୍କୁ ୧୦ ଦିନ Continue Reading
Seo wordpress plugin by www.seowizard.org.