Home Posts tagged CUTTACK CHANDI MANDIRA
Odisha News
କଟକ,୨୭/୭: କଟକ ଚଣ୍ଡୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଡ଼କ ପଥରେ ଯାଇ କଟକରେ ପହଞ୍ଚିଲେ ସେ। ସ୍ୱତନ୍ତ୍ର କାରକେଡର ସହ ରାଷ୍ଟ୍ରପତି କଟକ ଆସିଥିବାବେଳେ ପ୍ରଥମେ କଟକ ଚଣ୍ଡୀମନ୍ଦିର ପହଞ୍ଚି ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି। ମନ୍ଦିର ନିକଟରେ ହୁଳୁହୁଳିରେ କମ୍ପିଉଠିଲା ପରିବେଶ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମଧ୍ୟ ମାଙ୍କର ଦର୍ଶନ କରିଛନ୍ତି।ଆଜି ମା ସୁନାବେଶରେ ଦର୍ଶନ ଦେଇଛନ୍ତି। ମନ୍ଦିରର ମୁଖ୍ୟ ପୂଜକ Continue Reading
Seo wordpress plugin by www.seowizard.org.