Home Posts tagged Cuttack (Page 27)
Odisha News
କଟକ, ୭/୪: କଟକ ମହାନଗର ନିଗମ ନବନିର୍ବାଚିତ ମେୟର ଓ କର୍ପୋରେଟରଙ୍କ ଶପଥ ଗ୍ରହଣ ଉତ୍ସବ ସ୍ଥାନୀୟ ସହିଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଶପଥ ନେଲେ ସୁବାସ ସିଂହ । କଟକ ମହାନଗର ନିଗମର ନୂତନ ମେୟର ଭାବେ ଶପଥ ନେଲେ ସୁବାସ ସିଂହ । କଟକ ମହାନଗର ନିଗମ (ସିଏମ୍‌ସି)ର ପଞ୍ଚମ ମେୟର ଭାବେ ଶପଥ ଗ୍ରହଣ କଲେ ସୁବାସ ସିଂହ । ପ୍ରଥମେ ମେୟର ସୁବାସ ଚନ୍ଦ୍ର ସିଂହ ଶପଥ ଗ୍ରହଣ କରିଛନ୍ତି।ତାପରେ ସିଏମସିର […]Continue Reading
Odisha News
କଟକ,୫/୪: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍ଏଲ୍ୟୁ)ର ଜଣେ ଏଲ୍ଏଲ୍ବି ଦ୍ଵିତୀୟ ବର୍ଷ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଛାତ୍ରୀଜଣକ ବେକରେ ଫାଶୀ ଲଗାଇ ହଷ୍ଟେଲରେ ଝୁଲି ପଡ଼ିଛନ୍ତି। ପୁଲିସକୁ ଛାତ୍ରୀଙ୍କ ପରିଚୟ ମିଳି ନ ଥିବା ବେଳେ ସେ ରାଜ୍ୟ ବାହାରର ବୋଲି କୁହାଯାଉଛି।ରାତି ପ୍ରାୟ ୮ଟା ୩୦ ବେଳେ ଛାତ୍ରୀଜଣକ ଫାଶୀ ଲଗାଇ ଝୁଲିଥିବା ଦେଖିବାକୁ ମିଳିଥିଲା। ସେ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇପାରିନାହିଁ।ମର୍କତନଗର ଫେଜ୍-୨ ଥାନା ପୁଲିସ Continue Reading
Odisha News
କଟକ,୯/୩: କଟକ ସହରର ଛତ୍ରବଜାର ପରିବା ମାର୍କେଟ ନିକଟରେ ଥିବା ଏକ ଅର୍ଦ୍ଧନିର୍ମିତ ପୋଲ ଭୁଶୁଡ଼ିଛି। ବୁଧବାର ସନ୍ଧ୍ୟାରେ ମାଟି ଅତଡ଼ା ଖସିବାରୁ ଅଘଟଣ ଘଟିଛି।ପୋଲ ନିକଟ ପୁରୁଣା କାନ୍ଥ ଭୁଶୁଡ଼ିବାରୁ ମାଟି ଅତଡ଼ା ଖସିଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏହି ରାସ୍ତାରେ ଯାତାୟତ ପ୍ରଭାବିତ ହୋଇଛି।ସୂଚନା ଅନୁସାରେ ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ନିର୍ମାଣାଧୀନ ପୋଲ ଆଜି ସନ୍ଧ୍ୟାରେ ଭୁଶୁଡ଼ି Continue Reading
Odisha News
କଟକ, ୬/୩: ବିଜେପିର ମେୟର ପ୍ରାର୍ଥୀଙ୍କୁ ନେଇ ଜାରି ରହିଥିବା ଆକଳନ ଏକପ୍ରକାର ଭିନ୍ନ ହୋଇଛି।ରବିବାର ବିଜେପି ମେୟର ପ୍ରାର୍ଥୀ ଘୋଷଣା କରିଛି।ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ ବିଜେପିରେ ଯୋଗ ଦେଇ ଦୀର୍ଘଦିନ ଧରି ଦଳରେ ସକ୍ରିୟ ଥିଲେ। ଏହାଛଡ଼ା ସେ ଓଡ଼ିଆ ସିନେ ଆର୍ଟିଷ୍ଟ ଆସୋସିଏସନର ବି ସଂପାଦକ Continue Reading
Odisha News
କଟକ,୨/୩: ପୌର ନିର୍ବାଚନ ପାଇଁ ଉଷ୍ମ ହେଲାଣି ସହର। ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଥିବା ସିଲ୍ଭର ସିଟି କଟକ ପାଇଁ ଘୋଷଣା ହୋଇଛି ମେୟର ପ୍ରାର୍ଥୀ। କଂଗ୍ରେସର ବରିଷ୍ଠ ନେତ୍ରୀ ଗିରିବାଳା ବେହେରା ହୋଇଛନ୍ତି କଟକ ମେୟର ପ୍ରାର୍ଥୀ।ବୁୁଧବାର ବସିଥିବା ପୌର ନିର୍ବାଚନ ସଂପର୍କିତ ବୈଠକରେ ତାଙ୍କୁ ଚୟନ କରାଯାଇଛି। ଏନେଇ ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ସୂଚନା ଦେଇଛନ୍ତି। ଏଥିସହ କଟକ ସହରର ୫୬ଟି କର୍ପୋରେଟର ଆସନ ପାଇଁ ପ୍ରାର୍ଥୀ Continue Reading
Odisha News
ଭୁବନେଶ୍ବ,୨୦/୭: କଟକ ଓ ଭୁବନେଶ୍ଵରର ନୂଆ ଡିସିପି ସୋମବାର ଦାୟିତ୍ଵ ଗ୍ରହଣ କରିଛନ୍ତି। କଟକ ଡିସିପି ଭାବେ ପ୍ରତୀକ ସିଂହ ଏବଂ ଭୁବନେଶ୍ଵର ଡିସିପି ଭାବେ ଡା. ଉମାଶଙ୍କର ଦାସ ଦାୟିତ୍ଵ ନେଇଛନ୍ତି। ଉଭୟ ଅଧିକାରୀ ବିଦାୟୀ ଡିସିପି ଅନୁପ ସାହୁ ଏବଂ ଅଖିଳେଶ୍ଵର ସିଂହ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।ପୁଲିସ ସେବା ଭବନରେ ମଧ୍ୟାହ୍ନ ୧୨ଟାରେ ଅନୁଷ୍ଠିତ ଏକ କାର‌୍ୟ୍ୟକ୍ରମରେ ଉମାଶଙ୍କର ଦାଶ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ନୂଆ ଡିସିପି Continue Reading
Odisha News
କଟକ,୧୩/୭: ସୋମବାର ଦିନଠାରୁ କଟକ ସହରରୁ ସଟଡାଉନ୍ କଟକଣା ହଟିଛି । ଏବେ ସିଏମସି ଅଞ୍ଚଳରେ ସକାଳ ୫ଟାରୁ ସଂଧ୍ୟା ୭ଟା ପର‌୍ୟ୍ୟନ୍ତ ଖୋଲା ରହିବ ।ହେଲେ ସପ୍ତାହରେ ଶନିବାର ଓ ରବିବାର ଯେଉଁଭଳି ଭାବରେ ସଟ୍ଡାଉନ୍ କଟକଣା ଲାଗୁ ହୋଇଛି, ତାହା ପୂର୍ବଭଳି ବଳବତ୍ତର ରହିବ ବୋଲି ସିଏମ୍ସି ପକ୍ଷରୁ କୁହାଯାଇଛି।ସେହିପରି କଟକ ସହରରେ ସପିଂ ମଲ୍ ଖୋଲିବା ନେଇ ମଧ୍ୟ ଅନୁମତି ଦିଆଯାଇଛି । ପୂର୍ବ ନିର୍ଦ୍ଧାରିତ କୋଭିଡ ଗାଇଡଲାଇନ ପାଳନ କରି ସପିଂ […]Continue Reading
Odisha News
ଭୁବନେଶ୍ୱର,୭/୭: ରାଜ୍ୟରେ ମଙ୍ଗଳବାର ଦିନ କରୋନାରେ ପୁଣି ୪ ଜଣ ଙ୍କର ମୃତ୍ୟୁ ଘଟିଛି । ଏଥିମଧ୍ୟରୁ ଅଛନ୍ତି ଗଞ୍ଜାମ ଜିଲ୍ଲାରୁ ୩ ଜଣ କରୋନା ରୋଗୀ। ଗଞ୍ଜାମର ୩ ମୃତକ ପୁରୁଷ ଓ ସେମାନଙ୍କର ବୟସ ୭୦, ୬୦ ଓ ୫୩ ବର୍ଷ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।ଆଉ ଜଣେ ମୃତକ କଟକ ଜିଲ୍ଲାର ୪୮ ବର୍ଷୀୟ ପୁରୁଷ। ଏହାକୁ ମିଶାଇ କଟକ […]Continue Reading