Home Posts tagged cyclone hamun
Odisha News
ଭୁବନେଶ୍ବର,୨୪/୧୦ : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ହାମୁନ ଏକ ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଗତି କରୁଛି । ମଙ୍ଗଳବାର ସକାଳ ସାଢେ ୫ଟା ସୁଦ୍ଧା ଏହା ପାରାଦୀପଠାରୁ ୨୩୦ କିଲୋମିଟର ପୂର୍ବ,ଦକ୍ଷିଣ-ପୂର୍ବ ଦିଗରେ ଥିଲା ।ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ୨୫ […]Continue Reading
Seo wordpress plugin by www.seowizard.org.