Home Posts tagged CYCLONE MIDHILI
Odisha News
ଭୁବନେଶ୍ୱର, ୧୭/୧୧: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମିଧିଲି’। ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବାତ୍ୟା ‘ମିଧିଲି’ ପାରାଦୀପଠାରୁ ୧୯୦ କିମି ଦୂରତାରେ ଅବସ୍ଥିତ ଥିବା ବେଳେ ଦୀଘା ଠାରୁ ୨୦୦ କିମି ଦୂରରେ ରହିଛି।ବାତ୍ୟା ‘ମିଧିଲି’ ପ୍ରଭାବ Continue Reading