Home Posts tagged cyclone remal update in odisha
Odisha News
ଓଡ଼ିଶା,୨୬/୫:ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଭଳି ସ୍ଥିତିରେ ୨ ରାଜ୍ୟ ପ୍ରଶାସନ ବାତ୍ୟା ମୁକାବିଲା ନିମନ୍ତେ ଜରୁରୀକାଳୀନ ଭିତ୍ତିରେ ବ୍ୟାପକ ପ୍ରସ୍ତୁତି କରିଛି।ଏହି ବାତ୍ୟା ଓଡିଶାକୁ ବିଶେଷ ପ୍ରଭାବିତ କରି ନ ପାରେ ବୋଲି ଜଳବାୟୁ ବୈଜ୍ଞାନିକମାନେ Continue Reading
Seo wordpress plugin by www.seowizard.org.