Home Posts tagged cyclone update
Odisha News
ଭୁବନେଶ୍ୱର,୩/୧୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା \’ମାଇଚୌଙ୍ଗ’। ଏହା ଘଣ୍ଟା ପ୍ରତି ୬ କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗର ସୂଚନା ଅନୁସାରେ, ବାତ୍ୟା \’ମାଇଚୌଙ୍ଗ’ ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିମି ଦୂରରେ ଅବସ୍ଥିତ ରହିଛି। କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ। Continue Reading
Odisha News
ଭୁବନେଶ୍ୱର,୨୦/୧୦: ଓଡ଼ିଶା ଉପକୂଳ ଛୁଇଁ ଚାଲିଯିବ ଆସୁଥିବା ବାତ୍ୟା । ସୃଷ୍ଟି ହୋଇଥିବା ଲଘୁଚାପ ୨୨ରେ ଅବପାତ ରୂପ ନେବ । ୨୩ରେ ଗଭୀର ଅବପାତ, ୨୪ରେ ବାତ୍ୟା ରୂପ ନେବ । ପରେ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବା ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଉତ୍ତର ଉତ୍ତରପୂର୍ବ ମୁହାଁଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ ବୋଲି ଆଶଙ୍କା ରହିଛି ।ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ମୁଖ୍ୟ ସଚିବ ଡାକିଲେ […]Continue Reading
Seo wordpress plugin by www.seowizard.org.