Home Posts tagged da increased government official
Odisha News
ଭୁବନେଶ୍ୱର, ୧୪/୩ : ରାଜ୍ୟ ସରକାରୀ କର୍ମଚାରୀ ପାଇଁ ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬%ରୁ ୫୦%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।ସୂଚନାଯୋଗ୍ୟ,ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ Continue Reading
Seo wordpress plugin by www.seowizard.org.