ଜଳେଶ୍ୱର,୧୮/୧: ଓଡ଼ିଶା ସୀମାରେ ପ୍ରବେଶ କରିଛି ବିଜୁ ବାବୁଙ୍କ ଅତି ପ୍ରିୟ ଡାକୋଟା ବିମାନ । କୋଲକାତାରୁ ୩ଟି ଟ୍ରେଲରରେ ବୋଝେଇ ହୋଇ ବାହାରିଥିବା ଡାକୋଟା ବିମାନ ଆଜି ଭୋରରୁ ଜଳେଶ୍ୱର ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ପହଞ୍ଚିଛି।ଗତକାଲି ରାତି ପ୍ରାୟ ୧୦ଟା ବେଳେ କୋଲକାତାସ୍ଥିତ ସୁଭାସ ବୋଷ ଆନ୍ତର୍ଜାତିକ ବିମାନବନ୍ଦରୁ ଓଡ଼ିଶା ଅଭିମୁଖେ ବାହାରିଥିବା ଡାକୋଟା ବିମାନ ଆଜି ଭୋରରୁ ଓଡ଼ିଶାରେ ପ୍ରବେଶ କରିଛି । ଜାତୀୟ ରାଜପଥ ଦେଇ ୩ଟି ଟ୍ରେଲରରେ ବିମାନର Continue Reading