Home Posts tagged DAMODAR RAUT IS ILL
Odisha News
ଭୁବନେଶ୍ୱର, ୨୧/୩ : ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି ।ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବାର ସମ୍ବିତ ସୂଚନା ଦେଇଛନ୍ତି । ହୃଦଘାତ ପରେ ଦାମୋଦର ଗୁରୁତର ହୋଇପଡିଛନ୍ତି ବୋଲି ପୁଅ କହିଛନ୍ତି । ସମ୍ବିତ କହିଛନ୍ତି ଯେ ହୃଦଘାତ ଆସିବା ପରେ ବ୍ରେନଡେଡ଼ ହୋଇପଡିଛି ।ଉଲ୍ଲେଖ ଥାଉ କି ତିନିମାସ ତଳେ ବରିଷ୍ଠ ନେତା ତଥା […]Continue Reading
Seo wordpress plugin by www.seowizard.org.