Home Posts tagged Daspalla
Odisha News
ଦଶପଲ୍ଲା, ୨୭/୧: ପିକନିକ ଯିବାବେଳେ ବସକୁ ଧକ୍କା ଦେଲା ଟ୍ରକ ଜ୍ଝ ଆଉ ଏହି ଦୁର୍ଘଟଣାରେ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଯାଇଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ରୁ ଅଧିକ ଛାତ୍ରଛାତ୍ରୀ ପିକନିକ୍ କରିବାକୁ ବଲାଙ୍ଗିର ଜିଲ୍ଲା ହରିଶଙ୍କରକୁ ଯାଉଥିଲେ। ତେବେ ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ବସ୍ଟି ପିଟି ହୋଇଥିଲା।ଫଳରେ ଘଟଣାସ୍ଥଳରେ ୨ଜଣ ଏବଂ Continue Reading
Odisha News
ଦଶପଲ୍ଲା, ୩୧/୧୨: ଗଛରେ ପିଟିହେଲା କାର୍। ଦୁର୍ଘଟଣା ପରେ କାରରେ ଲାଗିଲା ନିଆଁ । ଏହାଫଳରେ ୨ଜଣ ଗୁରୁତର ହୋଇଛନ୍ତି। ଏଭଳି ଦୁର୍ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜ଼ିଲ୍ଲା ଵାଣିଗୋଚ୍ଛା ଥାନା ଶାଳଭଙ୍ଗା ଜଙ୍ଗଲରେ।ସୂଚନା ଅନୁଯାୟୀ, ଆଜି ଭୋରୁ ଛତିଶିଗଡ଼ ରାଜ୍ୟ କୁରୁପ ଜିଲ୍ଲାର ୪ଜଣ ଯୁବକ ପୁରୀ ଜଗନ୍ନାଥ ଦର୍ଶନ କରିବାକୁ ଯାଉଥିଲେ। ୫୭ ନମ୍ବର ଜାତୀୟ ରାଜପଥର ଶାଳଭଙ୍ଗା ଜଙ୍ଗଲରେ ଥିବା ଏକ ଶାଳଗଛରେ କାରଟି ପିଟିହୋଇଥିଲା। ପିଟି ହୋଇ କାର୍ (ସିଜି ୧୧କେ Continue Reading
Odisha News
ଦଶପଲ୍ଲା,୨୫/୧୧: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅଧୀନ ସୁବଳୟା ଛକ ନିକଟରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ଥାନୀୟ ଅଞ୍ଚଳର ୩ ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଦୀପକ ମେଡିନିରା, ପରମେଶ୍ବର ଜାନି ଓ ଗୋକୁଳା ନନ୍ଦ ନାୟକ। ମୃତକଙ୍କ ବୟସ ୨୫ରୁ ୩୦ ବର୍ଷ ବୟସ ହେବ।ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର […]Continue Reading
Odisha News
ଦଶପଲ୍ଲା,୧୫/୧୨: ପିଲାଙ୍କୁ ସ୍କୁଲରୁ ନେଇ ଯାଉଥିବା ଅଟୋ ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ପିକ୍ଅପ୍ ଭ୍ୟାନ୍ ସହ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୫ଜଣ ଛାତ୍ର ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ଘଟିଛ ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିକଟ ଅନ୍ଧାରକୋଟ ଛକ ନିକଟରେ।ଆହତ ଛାତ୍ରମାନଙ୍କ ମଧ୍ୟରୁ ଜଣେ ଛାତ୍ରଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଛାତ୍ର ଜଣଙ୍କ ହେଲେ ପରେଶ ବେହେରା। ତାଙ୍କ ଗୋଡ଼ ଭାଙ୍ଗି ଯାଇଛି। ତାଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି Continue Reading
Seo wordpress plugin by www.seowizard.org.