Home Posts tagged dead body ifound in mahanadi
Odisha News
କଟକ,୧୯/୫: କାଠଯୋଡ଼ି ନଦୀରେ ବୁଡ଼ି ୨ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏସ୍ଥିତ ବୀରେନ ମିତ୍ର ପାର୍କ ନିକଟରେ ଏହି ଦୁଇ ଇଞ୍ଜିନିୟର ବୁଡ଼ି ଯାଇଥିଲେ। ମୃତ ଇଞ୍ଜିନିୟର୍ ମହାରାଷ୍ଟ୍ରର ବାସିନ୍ଦା ବୋଲି ସୂଚନାରୁ ଜଣାପଡ଼ିଛି।ରୁତିକେସ ମାତାଲ (୨୫) ଏବଂ ଋତିକ୍ ବ୍ରିଜନେ (୨୫) ନାମକ ଦୁଇ ଯୁବ ଇଞ୍ଜିନିୟର ଗାଧୋଇବା ପାଇଁ ଅନ୍ୟ ଦୁଇଜଣଙ୍କ ସହିତ ନଦୀକୁ Continue Reading