Home Posts tagged DEBADUTTA SINGH NEW POLICE COMMISSIONER TOOK CHARGE TODAY
Odisha News
ଭୁବନେଶ୍ବର, ୩୦/୯ : ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।୧୯୯୮ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ୍ ଅନର ପ୍ରଦାନ ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।ପୂର୍ବରୁ ଏଡିଜି ଅପରେସନ ରହି ସାରିଥିବା ସୁରେଶ Continue Reading
Seo wordpress plugin by www.seowizard.org.