Home Posts tagged delhi fire craker ban
Odisha News
ନୂଆଦିଲ୍ଲୀ,୧୧/୯ : ଶୀତଦିନେ ପ୍ରଦୂଷଣ ସ୍ତରକୁ ହ୍ରାସ କରିବା ପାଇଁ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି। ରାଜଧାନୀରେ ସମସ୍ତ ପ୍ରକାର ବାଣ ଉତ୍ପାଦନ, ବିକ୍ରି, ସଂରକ୍ଷଣ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ସରକାର।ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି ଯେ, “ସହରରେ ଏହି ନିଷେଧାଦେଶ ଲାଗୁ କରିବାକୁ ଦିଲ୍ଲୀ ପୁଲିସକୁ କଡା ନିର୍ଦ୍ଦେଶ ଦିଆଯିବ।ପ୍ରଦୂଷଣକୁ ଦେଖି Continue Reading
Seo wordpress plugin by www.seowizard.org.