Home Posts tagged dengu cases in odisha
Odisha News
ଭୁବନେଶ୍ୱର,୯/୭ : ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ।ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ Continue Reading
Odisha News
ଭୁବନେଶ୍ୱର,୧୨/୯: ରାଜ୍ୟରେ ଏବେ ପ୍ରତିଦିନ ୨୦୦ ରୁ ୨୫୦ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ଡେଙ୍ଗୁ ବଂଶ ବିସ୍ତାର ପାଇଁ ବର୍ତ୍ତମାନ ପାଣିପାଗ ଅନୁକୂଳ ଅଛି। ବର୍ଷା ନ ଛାଡ଼ିବା ଯାଏଁ ରୋଗ କମିବ ନାହିଁ ବୋଲି କହିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୮ ହଜାର ୬୧୦ ଜଣଙ୍କର ଡେଙ୍ଗୁ ଟେଷ୍ଟ କରାଯାଇଛି। ସେମାନଙ୍କ ମଧ୍ୟରୁ ୫ ହଜାର ୯୭ ଜଣ ପଜିଟିଭ ବାହାରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ Continue Reading
Seo wordpress plugin by www.seowizard.org.