Home Posts tagged dgp yb khurania
Odisha News
ଭୁବନେଶ୍ୱର, ୧୮/୯ : ୧୯୯୦ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ଡିଜି ୱାଇବି ଖୁରାନିଆ ସର୍ବନିମ୍ନ ୨ବର୍ଷ ପାଇଁ ରାଜ୍ୟ ପୁଲିସ ଡିଜି ପଦବୀରେ ରହିବେ ।୨୦୨୪ ଅଗଷ୍ଟ ୧୬ତାରିଖରୁ ତାଙ୍କର ଏହି ୨ବର୍ଷିଆ କାର୍ଯ୍ୟକାଳ ଆରମ୍ଭ ହୋଇଛି ଯାହାକି ୨୦୨୬ ଅଗଷ୍ଟ ୧୬ତାରିଖରେ ଶେଷ ହେବ ।ଆଜି ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ପୁଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳକୁ ସର୍ବନିମ୍ନ ୨ବର୍ଷ ଅର୍ଥାତ୍ ୨୦୨୬ ଅଗଷ୍ଟ ୧୬ ତାରିଖ ପର୍ଯ୍ୟନ୍ତ […]Continue Reading
Seo wordpress plugin by www.seowizard.org.