Home Posts tagged Dhamnagar
Odisha News
ଧାମନଗର,୩୦/୫ : ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛି ସ୍ବାମୀ। ଭଦ୍ରକ ଜିଲ୍ଲା ଧାମନଗର ମୌଲାନାସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ ଆଜି ସକାଳେ ଧାମନଗର ଥାନା ମୌଲାନାସାହିରେ ସ୍ୱାମୀସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି। ଘର ଭିତରେ ପଡ଼ିଛି ସ୍ତ୍ରୀର କ୍ଷତବିକ୍ଷତ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଘରଠାରୁ କିଛି ଦୂରରେ ବିଲରେ ଥିବା ଏକ ଗଛରେ ସ୍ୱାମୀର ଝୁଲନ୍ତା ମୃତଦେହ ଠାବ ହୋଇଛି। ଘର ଭିତରୁ ଏକ Continue Reading
Odisha News
ଭଦ୍ରକ,୬/୧୧: ଧାମନଗର ଉପନିର୍ବାଚନର ଭୋଟ ଗଣତି ଜାରି ରହିଛି। ଚତୁର୍ଥ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର‌୍ୟ୍ୟବଂଶୀ ସୂରଜ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କଠାରୁ ୩୨୬୧ ଖଣ୍ଡ ଭୋଟରେ ବିଜେଡି ପ୍ରାର୍ଥି ଠାରୁ ଆଗୁଆ ଥିବାର ସୂଚନା ମିଳିଛି।ସୂଚନାଯୋଗ୍ୟ, ୧ମ , ୨ୟ, ୩ୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ ରହିଥିବା ବେଳେ ଚତୁର୍ଥ ରାଉଣ୍ଡରେ ବି ଆଗରେ ରହିଛନ୍ତି । ତୃତୀୟ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ୧୮୧୮୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି Continue Reading
Odisha News
ଭୁବନେଶ୍ୱର, ୧୫/୧୦: ଧାମନଗର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା । ମୋଟ ୪୦ଜଣିଆ ଷ୍ଟାର ପ୍ରଚାରକଙ୍କ ନାଁ ଘୋଷଣା କରିଛି ବିଜେଡି ।ଏହି ପ୍ରଚାର ତାଲିକାରେ ଅଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସଂଗଠକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଏହି ତାଲିକାରେ ମଧ୍ୟ ଅଛନ୍ତି ।ସେହିପରି ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଅଶୋକ ପଣ୍ଡା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅତନୁ ସବ୍ୟସାଚୀ ନାୟକ, Continue Reading
Odisha News
ଭଦ୍ରକ ,୧୪/୧୦: ଧାମନଗର ଉପନିର୍ବାଚନ ପାଇଁ ବିଜେଡି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିବା ପରେ ଚରମ ସୀମାରେ ପହଞ୍ଚିଛି ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱ। ଦଳ ପକ୍ଷରୁ ଟିକେଟ ନ ମିଳିବାରୁ ପୂର୍ବତନ ବିଧାୟକ ତଥା ବିଜେଡି ନେତା ରାଜେନ୍ଦ୍ର ଦାସ ଆଜି ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିବେ। ଏନେଇ ଗଣମାଧ୍ୟମ ଆଗରେ ସ୍ପଷ୍ଟ କରିଛନ୍ତି ରାଜେନ୍ଦ୍ର।ସେ କହିଛନ୍ତି, ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢ଼ିବି। ୨୦୧୯ ନିର୍ବାଚନରେ ମୁଁ ଅଳ୍ପ Continue Reading
Odisha News
ଭୁବନେଶ୍ୱର, ୩/୧୦: ପ୍ରକାଶ ପାଇଲା ଧାମନଗର ଉପନିର୍ବାଚନ ତାରିଖ । ନଭେମ୍ବର ୩ରେ ହେବ ଉପନିର୍ବାଚନ ।ଏନେଇ ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଖାଲି ପଡିଥିବା ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ଅକ୍ଟୋବର ୭ ତାରିଖରେ ବିଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ନାମାଙ୍କନ ଭରିବାର ଶେଷ ତାରିଖ ରହିଛି ଅକ୍ଟୋବର ୧୪ । ଅକ୍ଟୋବର ୧୭ […]Continue Reading
Seo wordpress plugin by www.seowizard.org.