Home Posts tagged dhamnagar bypolls
Odisha News
ଭୁବନେଶ୍ୱର,୩ ।୧୧: ଆରମ୍ଭ ହୋଇଛି ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ଭୋଟ ଗ୍ରହଣ। ଧାମନଗର ବିଧାନସଭା ଆସନ ଲାଗି ଆଜି ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି। ଭୋଟ ଦେବା ପାଇଁ ସକାଳୁ ସକାଳୁ ବିଭିନ୍ନ ଭୋଟଗ୍ରହଣ କେନ୍ଦ୍ରରେ ଭୋଟରଙ୍କ ଭିଡ ଦେଖିବାକୁ ମିଳିଛି। ଆଜିର ଭୋଟଗ୍ରହଣ ସନ୍ଧ୍ୟା ୬ଟା ପର‌୍ୟ୍ୟନ୍ତ ଚାଲିବ। ଭୋଟରଙ୍କ ପାଇଁ ୨୫୨ଟି କେନ୍ଦ୍ରରେ ମତଦାନ ବ୍ୟବସ୍ଥା ହୋଇଥିବା ବେଳେ ନିର୍ବାଚନମଣ୍ଡଳୀର ମୋଟ୍ ୨ ଲକ୍ଷ ୩୮ହଜାର ୩୫୦ ଭୋଟର ୫ ଜଣ Continue Reading
Seo wordpress plugin by www.seowizard.org.