Home Posts tagged dhanuyatra
Odisha News
ବରଗଡ଼,୧୫/୧: ଆଜିଠାରୁ ଦୁଲୁକିବ ବିଶ୍ୱର ସବୁଠାରୁ ବଡ଼ ରଙ୍ଗମଞ୍ଚ। ଆଜିଠୁ ଆରମ୍ଭ ବରଗଡ଼ପ୍ରସିଦ୍ଧ ଧନୁଯାତ୍ରା। କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ କାମ ସରିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଛି।ସେହିପରି ବରଗଡ଼ ଏବଂ ଅମ୍ବାପାଲି ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ନଦୀ ହେବ। ମଥୁରାନଗରୀର ୧୫ ଏବଂ ଗୋପପୁରର ୯ଟି ଖୋଲାମଞ୍ଚରେ ଧନୁଯାତ୍ରା ଦୃଶ୍ୟାଭିନୟ ଅଭିନୀତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଯାଇଛି। Continue Reading
Odisha News
ବରଗଡ଼,୨୭/୧୨: ଆଜିଠାରୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚର ଏହି ବରଗଡ଼ ଧନୁଯାତ୍ରା ପାଇଁ ପ୍ରସ୍ତୁତି ଶେଷ ହୋଇଛି । ଏ ବର୍ଷ ହୀରକ ଜୟନ୍ତୀ ପାଳନ କରୁଛି ବରଗଡ଼ ଧନୁଯାତ୍ରା। ତେଣୁ ଅଧିକ ଉତ୍ସାହ ରହିଛି। ଆଜି ଅପରାହ୍ନ ୨ଟା ୩୦ରେ ଗାନ୍ଧି ଛକରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହରର ମୁଖ୍ୟ ରାସ୍ତା ଦେଇ ସମଲେଶ୍ୱରୀ ମନ୍ଦିରରେ ପହଞ୍ଚିବ।ଏଥିରେ ଯୋଗ ଦେବେ ରାଜ୍ୟ ତଥା ରାଜ୍ୟ ବାହାରର ୨୦ଟି […]Continue Reading
Seo wordpress plugin by www.seowizard.org.