Home Posts tagged DHENKANAL
Odisha News
କାମାକ୍ଷାନଗର, ୧୮/୫: କାମାକ୍ଷାନଗର ବ୍ଲକ ପୁରୁଣା ସଭାଗୃହରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ଟି ଏସି, ଫ୍ୟାନ, ଚେୟାର, ଟେବୁଲ ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି।ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଇଲେକ୍ଟ୍ରିକ ସର୍ଟସର୍କିଟ ଯୋଗୁ ହୋଇଥିବା ଅନୁମାନ କରାଯାଉଛି। ସୂଚନା ଅନୁସାରେ ବ୍ଲକର ଉପର ମହଲାରେ ଥିବା ପୁରୁଣା ସଭାଗୃହରେ Continue Reading
Odisha News
ଢେଙ୍କାନାଳ,୩୦/୪: ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ସନ୍ଥପୁର – ବଜୁରିଆ ରାସ୍ତାର ଡଉଁରି ନାଳ ପୋଲ ଠାରେ ୩୦ତାରିଖ ପୂର୍ବାହ୍ନ ୯ଟା ବେଳେ ଏକ ବାଲି ବୋଝେଇ ଟିପ୍ପର ପୋଲ ଉପରେ ଠିଆହୋଇ ଥିବା ପିଲାମାନଙ୍କୁ ଧକ୍କା ଦେଇ ୩୦ଫୁଟ ତଳକୁ ଖସି ପଡ଼ିଛି।ଫଳରେ ଟିପ୍ପର ତଳେ କିଛି ପିଲା ଚାପି ହୋଇଥିବା ସୂଚନା ମିଳିଛି। ଡ୍ରାଇଭରକୁ ଲୋକମାନେ ଟିପର ଭିତରୁ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରେ ଲୋକମାନେ ରୁଣ୍ଡ ହୋଇଛନ୍ତି।Continue Reading
Odisha News
ଢେଙ୍କାନାଳ,୨୯/୪ : ସମର କ୍ୟାମ୍ପରେ ମସ୍ତି କରୁଥିଲେ ପିଲା। ଏହି ସମୟରେ ତୋଟାରୁ ଉଡ଼ି ଆସି ଗୋଡ଼େଇ ଗୋଡ଼େଇ କାମୁଡ଼ିଲେ ମହମାଛି।ମହୁମାଛି ଆକ୍ରମଣରେ ୧୨ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ପିଲାମାନଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀ ଥିବା ଜଣାଯାଇଛି।ଢେଙ୍କାନାଳ ଜିଲ୍ଳା କାମାକ୍ଷାନଗର ଥାନା ଅନ୍ତର୍ଗତ ବାଲିଗୋରଡ଼ ଠାରେ ଥିବା ସାପୁଆ ଡ୍ୟାମରେ ଏହି ଅଘଟଣ ଘଟିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ରହଣି ସ୍ଥିତ ସଂସ୍କାର ପବ୍ଲିକ ସ୍କୁଲର ୯୦ ଜଣ Continue Reading
Odisha News
ଭୁବନ, ୨୭/୪: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଧଳପଡ଼ା ପଞ୍ଚାୟତ ବ୍ରାହ୍ମଣ ଖଣ୍ଟଖୋଲ ଗ୍ରାମର ଜଣେ ମାନସିକ ବିକୃତ ମହିଳାଙ୍କ ମାଡ଼ରେ ତାଙ୍କର ୮୫ବର୍ଷୀୟ ମା’ଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ଦୁର୍ଗାବତୀ ଦାସ( ୮୫)। ଅଭିଯୁକ୍ତା ଆଶାଲତା ଦାସ(୫୫)ଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।ସୂଚନା ଅନୁସାରେ ସ୍ବର୍ଗତଃ ବିଭୂତି ଭୂଷଣ ଦାସଙ୍କ ସ୍ତ୍ରୀ ଦୁର୍ଗାବତୀ ଦାସଙ୍କ ସହିତ ତାଙ୍କ ସ୍ବାମୀ ପରିତ୍ୟକ୍ତା ଝିଅ ଆଶାଲତା ଦାସ(୫୫)ଅମିଶ୍ରଙ୍କ ମଧ୍ୟରେ Continue Reading
Odisha News
ଢେଙ୍କାନାଳ, ୨୬/୪: ବସରେ ଥିଲେ ୪୦ ଯାତ୍ରୀ। ଦ୍ରୁତ ଗତିରେ ବସ୍ଟି ଲକ୍ଷ୍ୟ ସ୍ଥଳ ଅଭିମୁଖେ ଯାଉଥିଲା। ମାତ୍ର ହଠାତ୍ ବିଚ୍ ରାସ୍ତାରେ ବସ୍ରେ ଲାଗିଲା ନିଆଁ। ଆଉ ହୁତୁହୁତୁ ହୋଇ ଜଳିଗଲା ବସ୍। ଏପରି ଏକ ଅଘଟଣ ଆଜି ଢେଙ୍କାନାଳ ଜିଲ୍ଲାରେ ଘଟିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।‘ପ୍ରିୟାଂଶି’ ନାମକ ବସ୍ ଆଜି ସକାଳେ ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଅନୁଗୁଳରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍ଟି ଢେଙ୍କାନାଳ ଜିଲ୍ଲା ଅତିକ୍ରମ […]Continue Reading
Odisha News
କାମାକ୍ଷାନଗର, ୫/୪: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରେ ବୋମାମାଡ଼ ହୋଇଥିବାର ଖବର ମିଳିଛି। ବାରିପଦାର ଜଣେ ଗୋରୁ ବ୍ୟବସାୟୀଙ୍କ ଗାଡ଼ିକୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ନେଇ ୬ଜଣ ଦୁର୍ବୃତ୍ତ ଫେରାର ହୋଇଛନ୍ତି। ଏକ ବୋଲେରୋ ଗାଡ଼ି ଲୁଟ ହୋଇଥିବା ସୂଚନା ରହିଛି।ସୂଚନା ଅନୁସାରେ ଆଜି ସକାଳେ ହାଟରେ ଏକ ବୋଲେରୋ ଯୋଗେ ୫ଜଣ ବ୍ୟବସାୟୀ ଗୋରୁ କିଣିବାକୁ ଆସିଥିବା ବେଳେ ହଠାତ୍ ୬ଜଣ ଦୁର୍ବୃତ୍ତ ବୋଲେରୋ ନିକଟକୁ ଆସି Continue Reading
Odisha News
ଢେଙ୍କାନାଳ, ୧୭/୩ : ଧରାପଡିଲେ ନକଲି ଇଡି ଅଧିକାରୀ। ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀ ପରିଚୟ ଦେଇ ଲୋକଙ୍କୁ ଠକୁଥିଲେ ଦୁଇ ଭାଇ। ଏଭଳି କିଛି ଅଭିଯୋଗ ଆସିବା ପରେ ଏବେ ଏହି ଦୁଇ ନକଲି ଇଡି ଅଧିକାରୀଙ୍କୁ କ୍ରାଇମ ବ୍ରାଞ୍ଚ ଏସ୍‌ଟିଏଫ୍ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଢେଙ୍କାନାଳର ଦୁଇ ଭାଇ ତାରିଣୀ ସେନ ଓ ବ୍ରହ୍ମଶଙ୍କର ମହାପାତ୍ର।ସୂଚନା ମୁତାବକ, ଅଭିଯୁକ୍ତ ଦୁଇ ଭାଇ ନିଜକୁ ଇଡି ଅଫିସର୍ କହି ୩ ଶହ […]Continue Reading
Odisha News
ଢେଙ୍କାନାଳ, ୧୪/୩ : ଜଣେ ବ୍ୟବସାୟୀଙ୍କ ଗ୍ୟାରେଜକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ବୋମାମାଡ଼ରେ ଗ୍ୟାରେଜରେ ଥିବା ୨ ଦୁଇଟି ଦାମୀ ଗାଡ଼ି ସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ।ଗତକାଲି ବିଳମ୍ବିତ ରାତିରେ କାମାକ୍ଷାନଗରର ସାଇବିହାର ଲେନରେ ରହୁଥିବା ବ୍ୟବସାୟୀ ସରୋଜ ଭୂଷଣ ମହାନ୍ତିଙ୍କ ଗ୍ୟାରେଜକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିଲେ। ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ Continue Reading
Odisha News
ଢେଙ୍କାନାଳ, ୧/୩ : କଲେଜ ଛାତ୍ରୀଙ୍କୁ ନିର୍ମମ ହତ୍ୟା। ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ମଙ୍ଗଳପୁର ମଜୁରୀଛକ ନିକଟସ୍ଥ ବୁଦା ଭିତରୁ ଆଜି ଜଣେ ଛାତ୍ରୀଙ୍କର ମୃତଦେହ ଉଦ୍ଧାର କରାଯାଇଛି ।ମୃତ ଛାତ୍ରୀ ଜଣକ ହେଉଛନ୍ତି ମଙ୍ଗଳପୁର ମଜୁରୀ ଛକ ଅଞ୍ଚଳର ଜସ୍ମିନ ସାହୁ। ଜସ୍ମିନ ଢେଙ୍କାନାଳ ମହିଳା ମହାବିଦ୍ୟାଳୟର ଯୁକ୍ତ ଦୁଇ ବିଜ୍ଞାନର ଛାତ୍ରୀ ଥିଲେ । ଜସ୍ମିନ ଗତକାଲି ଦିନ ୨ଟା ସମୟରେ ସହରର କୁଞ୍ଜକାନ୍ତ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରକୁ ଯାଇଥିଲେ।ସେଠାରୁ Continue Reading
Odisha News
ଢେଙ୍କାନାଳ, ୨୨/୨: ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା । ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ମହିମା ଗାଦି ପୀଠ। ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି ।ଆଜି ସନ୍ଧ୍ୟା ୫ଟା ୫ ମିନିଟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ବିଶ୍ୱର ଭକ୍ତଙ୍କ ମଙ୍ଗଳ କାମନା କରି ମହିମା ସନ୍ୟାସୀମାନେ ଝାଡଦୀପ […]Continue Reading
Seo wordpress plugin by www.seowizard.org.