Home Posts tagged dies in road accident
Odisha News
ଦଶପଲ୍ଲା,୨୮/୨: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଯଉବନ ପେଟ୍ରୋଲ ପମ୍ପ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି।ଏଠାରେ ଏକ ପିକଅପ୍ ଭ୍ୟାନ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକର ନାଆଁ ପ୍ରସନ୍ନ କୁମାର ପାତ୍ର ବୋଲି ଜଣାଯାଇଛି। ତାଙ୍କୁ ୩୦ ବର୍ଷ ହୋଇଥିଲା। ପ୍ରସନ୍ନଙ୍କ ଘର ଦଶପଲ୍ଲା ଥାନା ଖମାର Continue Reading
Odisha News
ଭୁବନେଶ୍ବର,୧/୭: ଶୁକ୍ରବାର ସକାଳେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ଘଟିଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା। ତାଙ୍କର୧୦ ବର୍ଷର ଏକମାତ୍ର ଝିଅ ଓ ପତ୍ନୀ କଳ୍ପନା ଅଛନ୍ତି।ସୂଚନା ଅନୁଯାୟୀ, ରଥଯାତ୍ରାର ଖବର ସଂଗ୍ରହ ପାଇଁ ଅଶୋକ ପଣ୍ଡା ନିଜ ବାଇକରେ ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ସେ ଛିଟିକି Continue Reading
Seo wordpress plugin by www.seowizard.org.