Home Posts tagged DIGAPAHANDI
Odisha News
ଦିଗପହଣ୍ଡି,୩/୯: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଜେଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର। ଲୁହ ଭିଜା ଆଖିରେ ବିଦାୟ ଦେଇଛନ୍ତି ଶହ ଶହ ସମର୍ଥକ।ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ମୁଖାଗ୍ନି ଦେଇଛନ୍ତି ପୁଅ ବିପ୍ଲବ ପାତ୍ର।ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ବୟସ Continue Reading
Odisha News
ଦିଗପହଣ୍ଡି,୨୭/୬: ପୁଣି ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଦିଗପହଣ୍ଡି ସରକାରୀ କାର‌୍ୟ୍ୟାଳୟ, ସରକାରୀ ବାସଭବନ ଏବଂ ବ୍ରହ୍ମପୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଉଛି। ବ୍ରହ୍ମପୁର ଭିଜିଲାନ୍ସର ୬ଜଣିଆ ଟିମ ଚଢ଼ଉ କରିଥିବାର ସୂଚନା ରହିଛି।ପ୍ରାପ୍ତ ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ Continue Reading
Seo wordpress plugin by www.seowizard.org.