Home Posts tagged dipali das
Odisha News
ଭୁବନେଶ୍ବର,୧୫/୫: ଝାରସୁଗୁଡ଼ା ବିଧାୟିକା ଭାବେ ନବନିର୍ବାଚିତା ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି।ଏହି ଅବସରରେ କେତେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଶପଥ ଗ୍ରହଣ କରିବା ପରେ ନିଜର ପ୍ରତିକ୍ରିୟାରେ ଦୀପାଳି ଦାସ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ଏହାଛଡ଼ା ବାପାଙ୍କ ଅଧୁରା ସ୍ବପ୍ନ Continue Reading
Odisha News
ଝାରସୁଗୁଡ଼ା,୧୩/୫: ଝାରସୁଗୁଡ଼ା ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୨୩ ଖଣ୍ଡ ଭୋଟ ମିଳିଛି।ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନର ସକାଳ Continue Reading
Odisha News
ଝାରସୁଗୁଡ଼ା,୭/୫: ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର କରିଛନ୍ତି, ତାହା ଆପଣମାନେ ଜାଣିଛନ୍ତି। ନବ କିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ମଧ୍ୟ ବିରୋଧୀମାନେ ସେହିଭଳି ଭାବେ ଗାଳି ଦେଉଛନ୍ତି।ବିଜୁ ଜନତା ଦଳ (ବିଜେଡି)ର ପ୍ରାର୍ଥୀ ଦୀପାଳି ଦାସ ଏହି ଝାରସୁଗୁଡ଼ା ମାଟିର ଝିଅ, ତାଙ୍କୁ ସେବା କରିବାର ସୁଯୋଗ ଦେବେ ବୋଲି ମୋର ବିଶ୍ବାସ ଏବଂ ଅନୁରୋଧ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦାସଙ୍କ ସପକ୍ଷରେ Continue Reading
Seo wordpress plugin by www.seowizard.org.