
ଭୁବନେଶ୍ୱର,୫/୭: ଭୁବନେଶ୍ୱରର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ହୋମ୍ସ ଗ୍ରୁପରେ ଇନ୍କମ୍ ଟ୍ୟାକ୍ସ ରେଡ୍ ହୋଇଛି। ଭୁବନେଶ୍ୱର ସ୍ଥିତ ପୋଷ୍ଟାଲ କଲୋନୀ ସମେତ ୨୦ ସ୍ଥାନରେ ରେଡ୍ କରାଯାଉଛି। ଟିକସ ଫାଙ୍କିବା ଅଭିଯୋଗରେ ଏହି ରେଡ୍ କରାଯାଇଥିବା ଜଣାପଡ଼ିଛି।ଆଜି ସକାଳେ ବ୍ୟବସାୟିକ ପ୍ରତିଷ୍ଠାନର ନିର୍ଦ୍ଦେଶକ ସମେତ କଂପାନୀର ବରିଷ୍ଠ ଅଧିକାରୀ ଓ ନିକଟ ସର୍ମ୍ପକୀୟଙ୍କ ଘରେ ବି ରେଡ୍ କରାଯାଇଥିବା ସୂଚନା ମିଳିଛି।ଏହି ବ୍ୟବସାୟିକ ପ୍ରତିଷ୍ଠାନର ରାଜ୍ୟ ତଥା Continue Reading