Home Posts tagged dola purnima
Odisha News
ଭୁବନେଶ୍ବର,୭/୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ଓ ଆସନ୍ତାକାଲି ହୋଲି। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।ଏଥିଲାଗି ମୁଖ୍ୟମନ୍ତ୍ରୀ ନିଜ ଟୁଇଟରରେ ଲେକଇଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।ଉଲ୍ଲେଖଯୋଗ୍ୟ, ଫାଲ୍ଗୁନ ମାସ ଶୁକ୍ଳ ପକ୍ଷ ଫଗୁ Continue Reading
Odisha News
ପୁରୀ,୭/୩: ଆଜି ହେଉଛି ପବିତ୍ର ଦୋଳପୂର୍ଣ୍ଣିମା, ଅଥାର୍ତ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିା କରାଯାଉଛି।ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କ ସହ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ।ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ Continue Reading
Odisha News
ଭୁବନେଶ୍ୱର,୧୮/୩ : ଆଜି ହେଉଛି ଦୋଳ ପୂର୍ଣ୍ଣିମା। ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଆଜି ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ। ଭକ୍ତ ଓ ଭଗବାନଙ୍କର ମିଳନ ହେବ। ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ କରାଯିବ।ଶୁକ୍ରବାର ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ହେଉଛି ଅନ୍ୟତମ ଯାତ୍ରା। ପାଲିଙ୍କିରେ ଝୁଲିଝୁଲି ୨୧ ଘେରା ପରିକ୍ରମା କରି ଝୁଲଣ ମଣ୍ଡପକୁ […]Continue Reading
Seo wordpress plugin by www.seowizard.org.