Home Posts tagged drain tragedy
Odisha News
ଭୁବନେଶ୍ବର, ୧୯/୬: ସ୍ଥାନୀୟ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟଣା ଘଟିବା ପରେ ଆଜି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।ଏଥିସହ ସେ ସମୀକ୍ଷା ମଧ୍ୟ କରିଛନ୍ତି। ସେ ବ୍ୟାରିକେଡ୍ କାହିଁକି ହୋଇନି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିସନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଣେ ଗତକାଲି ଭୁବନେଶ୍ବର ସାଂସଦ Continue Reading
Seo wordpress plugin by www.seowizard.org.