Home Posts tagged Draupadi Murmu BJP's Choice For President
Odisha News
ଭୁବନେଶ୍ବର, ୨୨/୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ନିକଟତର ହୋଇ ଆସୁଥିବା ବେଳେ ମଙ୍ଗଳବାର ରାତିରେ NDA ନିଜର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମା ଘୋଷଣା କରିଥିଲା।NDA ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଥିଲେ।ଏହି ଘୋଷଣା ସାରା ଓଡ଼ିଶା ପାଇଁ ଗର୍ବର ବିଷୟ ହୋଇଥିବା ବେଳେ ଏବେ ଟ୍ବିଟ କରି ମୁର୍ମୁଙ୍କୁ ସମର୍ଥନ କରିବାକୁ Continue Reading
Odisha News
ନୂଆଦିଲ୍ଲୀ,୨୧/୬: : ଏନ୍‌ଡିଏ ମେଣ୍ଟ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି । ମୁର୍ମୁ ପୁର୍ବରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ରହିଆସିଛନ୍ତି । ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ସଭାପତି ଜେ.ପି.ନଡ୍ଡା ଏହି ଘୋଷଣା କରିଛନ୍ତି ।ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ଓଡ଼ିଶା ପାଇଁ ଏକ ଗୌରବର ବିଷୟ ବୋଲି କୁହାଯାଉଛି । ଓଡ଼ିଶାର ମୟୁରଭଞ୍ଜ Continue Reading
Seo wordpress plugin by www.seowizard.org.