Home Posts tagged Droupadi Murmu win presidential election
Odisha News
ଭୁବନେଶ୍ବର/ମାଲକାନଗିରି/ରାଇରଙ୍ଗପୁର,୨୧/୭ : ଇତିହାସ ରଚିଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ବିପୁଳ ଭୋଟରେ ରାଷ୍ଟ୍ରପତି ନିର୍ବାଚନ ଜିତିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ତାଙ୍କ ନିକଟତମ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଏକତରଫା ଭାବେ ପରାସ୍ତ କରିଛନ୍ତି। ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଶ୍ରୀମତୀ ମୁର୍ମୁ ଶପଥ ଗ୍ରହଣ କରିବେ। ଏହାପରେ ସେ ପ୍ରଥମ ଓଡ଼ିଆ ଓ ପ୍ରଥମ ଆଦିବାସୀ ମହିଳା ଭାବେ ଦେଶର ରାଷ୍ଟ୍ରପତି ହେବାର ରେକର୍ଡ ସୃଷ୍ଟି Continue Reading
Seo wordpress plugin by www.seowizard.org.