Home Posts tagged droupadi murumu takes oath as indias president
Odisha News
ନୂଆଦିଲ୍ଲୀ, ୨୫/୭: ସୋମବାର ପାର୍ଲାମେଣ୍ଟର ସେଣ୍ଟ୍ରାଲ୍ ହଲରେ ପୂର୍ବାହ୍ନ ୧୦.୧୩ରେ ଭାରତର ୧୫ଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିଛନ୍ତି। ଭାରତର ପ୍ରଧାନ ବିଚାରପତି ଏନ୍. ଭି. ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ରାଷ୍ଟ୍ରପତି ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍. ଭେଙ୍କୟାନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବାଚସ୍ପତି ଓମ୍ Continue Reading
Seo wordpress plugin by www.seowizard.org.