Home Posts tagged earthquack tremors in odisha
Odisha News
ଭୁବନେଶ୍ୱର,୨୫/୨: ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି।ପୁରୀରୁ ୨୮୬ ଓ ଭୁବନେଶ୍ୱରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି Continue Reading