Home Posts tagged ed summons prafula samal and son
Odisha News
ଭୁବନେଶ୍ବର,୬/୩: ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଇଡିରେ ହାଜର ହୋଇଥିବା ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ପ୍ରାୟ ୧୮ ଘଣ୍ଟାର ଜେରା କରାଯାଇଥିଲା। ଆଜି ଭୋର ସାଢ଼େ ୪ଟାରେ ପ୍ରୟାସକାନ୍ତି ଇଡି କାର୍ଯ୍ୟାଳୟରୁ ବାହାରିଥିଲେ। ଇଡି ୧୮ ଘଣ୍ଟାରୁ ଅଧିକ ସମୟ ଧରି ପ୍ରୟାସକାନ୍ତିଙ୍କୁ ପ୍ରଶ୍ନବାଣରେ ଘାଇଲା କରିଥିବାର ସୂଚନା ମିଳିଥିଲେ ବି ଏହାକୁ ଖଣ୍ଡନ କରିଛନ୍ତି Continue Reading
Odisha News
ଭଦ୍ରକ,୧୭/୨ : ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କ ପାଇଁ ଦିନକୁ ଦିନ ଅଡ଼ୁଆ ବଢ଼ିବାରେ ଲାଗିଛି। ଦୁଇ ଦିଦ ତଳେ ପ୍ରଫୁଲ୍ଲଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ରେଡ୍ କରିଥିବା ବେଳେ ଏବେ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅକୁ ଇଡି ସମନ କରିଛି।ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଇଡି ସମନ କରିଥିବା ଜଣାଯାଇଛି। ଡକ୍ୟୁମେଣ୍ଟ ସହ ହାଜର ହେବାକୁ ଉଭୟଙ୍କୁ ସମନ […]Continue Reading
Seo wordpress plugin by www.seowizard.org.