Home Posts tagged EX CHIEF MINISTER NAVEEN PATNAIK
Odisha News
ଭୁବନେଶ୍ୱର,୧୨/୮: ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ନେଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ୍ କରିଛନ୍ତି। ଟୁଇଟ୍ କରି ନବୀନ କହିଛନ୍ତି, ୩ ହଜାରରୁ ୩୫୦୦ ଭତ୍ତା ବୃଦ୍ଧି ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା।ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫,୦୦୦ Continue Reading
Odisha News
ଭୁବନେଶ୍ୱର, ୨୬/୭: ଆଳୁ ଫେରାଇ ନେଇଗଲେ ମମତା । ପଶ୍ଚିମବଙ୍ଗରୁ ଓଡିଶାକୁ ଆସୁନି ଆଳୁ। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା କହିଛନ୍ତି ବ୍ୟବସାୟୀ। ସୀମାନ୍ତ ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଅଟକି ଥିବା ଶହ ଶହ ଆଳୁ ଟ୍ରକ ଫେରି ଯାଇଛି।ପଶ୍ଚିମବଙ୍ଗ ପଟୁ ଆଳୁ ଟ୍ରକକୁ ଛାଡ଼ିବା ପାଇଁ ନିର୍ଦ୍ଦେଶ ମିଳି ନଥିବାରୁ ଟ୍ରକ୍ ଫେରି ଯାଇଛି। ଆଉ ଏହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ […]Continue Reading
Seo wordpress plugin by www.seowizard.org.