Home Posts tagged EX MINISTER SURENDRA NATH NAYAK IS NO MORE
Odisha News
ଭୁବନେଶ୍ବର, ୫/୭: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ । Continue Reading
Seo wordpress plugin by www.seowizard.org.