Home Posts tagged ex minister surendra singh bhoi join bjd
Odisha News
ଭୁବନେଶ୍ବର, ୨୯/୩: ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ ଆଜି ବିଜେଡିରେ ମିଶିଛନ୍ତି। ଶଙ୍ଖ ଭବନରେ ହୋଇଥିବା ମିଶ୍ରଣ ପର୍ବରେ ତାଙ୍କ ସହିତ ୧୨ ଜଣ ସରପଞ୍ଚ, ୧୩ ଜଣ ସମିତି ସଭ୍ୟ ଓ ବହୁ କର୍ମୀ ବିଜେଡିରେ ଯୋଗ ଦେଇଥିଲେ।ସୁରେନ୍ଦ୍ର ସିଂହ ଭୋଇ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ କଂଗ୍ରେସ ଟିକେଟରେ ଦୁଇ ଥର ସଇଁତଳା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ଥରେ ଟିଟିଲାଗଡ଼ରୁ ନିର୍ବାଚିତ […]Continue Reading
Seo wordpress plugin by www.seowizard.org.