
ଭୁବନେଶ୍ୱର, ୨୭/୨: ଦାବି ପୂରଣ ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ। ୬ ଦଫା ଦାବି ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ।ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି। ପାରାଦୀପ, ଧାମରା, ବାହାବଳପୁର ଓ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ହଜାର ହଜାର ମତ୍ସ୍ୟଜୀବୀ ଆସି ଆନ୍ଦୋଳନରେ ସାମିଲ ହୋଇଛନ୍ତି।ଡିଜେଲରେ ରିହାତି, ମୁହାଣଗୁଡ଼ିକରେ ନିୟମିତ ଡ୍ରେଜିଂ, ଶିଳ୍ପର ବିଷାକ୍ତ ଜଳ ସମୁଦ୍ରକୁ ନିଷ୍କାସନ ବନ୍ଦ Continue Reading