
ଆନନ୍ଦପୁର, ୬/୩: ବହୁଚର୍ଚ୍ଚିତ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀ ଅଧୀନ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଆନନ୍ଦପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ୫୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ହତ୍ୟାକାଣ୍ଡରେ ସଂପୃକ୍ତ ୫ ଜଣ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ସେମାନେ ହେଲେ ସଞ୍ଜୟ ପୃଷ୍ଟି ଓରଫ ଚିନୁ, ନିର ପୃଷ୍ଟି ଓରଫ ଅଜିତ ପୃଷ୍ଟି, ଅରୁଣ ପୃଷ୍ଟି, ଅଲେଖ ପୃଷ୍ଟି ଓ ଦୋଳ ବୋଇତେଇ। […]Continue Reading