Home Posts tagged five towns 40 degree celcious
Odisha News
ଭୁବନେଶ୍ବର, ୨୯/୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡ଼ିଗ୍ରି ଛୁଇଁଛି। ଟିଟଲାଗଡ଼, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁସାରେ ପାରାଦୀପ, ଗୋପାଳପୁର ଓ ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ସବୁ ବଡ଼ ସହରର ତାପମାତ୍ରା ୪୫ ଡିଗ୍ରି ଉପରେ ରେକର୍ଡ Continue Reading
Seo wordpress plugin by www.seowizard.org.