Home Posts tagged flood water will pass peak point at night
Odisha News
ଭୁବନେଶ୍ୱର,୯/୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, Continue Reading
Seo wordpress plugin by www.seowizard.org.