Home Posts tagged former mp mohan jena passes away
Odisha News
ଭୁବନେଶ୍ୱର,୧୨/୧୨: ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ଆଜି ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିବାବେଳେ ଯାଜପୁରରୁ ଦୁଇଥର ସେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ସଂସଦର ବିଭିନ୍ନ କମିଟିରେ ସେ ସଦସ୍ୟ ଥିବାବେଳେ ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।Continue Reading
Seo wordpress plugin by www.seowizard.org.