Home Posts tagged FORMER PIPILI MLA JUDHISTIR SAMANTRAY
Odisha News
ପିପିଲି,୧୬/୧୦: ପୁରୀ ଜିଲ୍ଲା ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନଧରି ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ତାଙ୍କର ଜଣେ ପୁଅ ଓ ଜଣେ ଝିଅ ଅଛନ୍ତି।ଯୁଧିଷ୍ଠିର ସାମନ୍ତରାୟ କଂଗ୍ରେସ ଟିକେଟରୁ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲିର ବିଧାୟକ ରହିଥିଲେ। କିନ୍ତୁ ପିପିଲି ନିର୍ବାଚନମଣ୍ଡଳୀରେ କଂଗ୍ରେସର Continue Reading
Seo wordpress plugin by www.seowizard.org.