Home Posts tagged four lakha of money seized from a car in bhubaneswar
Odisha News
ଭୁବନେଶ୍ୱର, ୨୯/୯ : ଗାଡ଼ି ଚେକିଂ କରୁଥିଲା କମିଶନରେଟ୍ ପୁଲିସ। ଚେକିଂ ବେଳେ କାରରୁ ମିଳିଲା ପୁଳା ପୁଳା ଟଙ୍କା। ଭୁବନେଶ୍ୱର ସ୍ଥିତ ଚନ୍ଦ୍ରଶେଖରପୁରଥାନା ଓମ୍ଫେଡ଼ ଛକ ନିକଟରେ ଜଣେ ବ୍ୟକ୍ତିଙ୍କ କାରରୁ ୪ ଲକ୍ଷ ୭୭ ହଜାର ଟଙ୍କା ଜବତ କରିଛି ପୁଲିସ।ଉକ୍ତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟଜ୍ୟୋତି ନାୟକ। ପୁଲିସ ତାଙ୍କୁ ଅଟକ ରଖି ଟଙ୍କା ବାବଦରେ ପଚରାଉଚରା କରୁଛି।ଗତକାଲି ରାତିରେ ଚନ୍ଦ୍ରଶେଖରପୁର ଥାନା ଓମ୍ଫେଡ଼ ଛକ ନିକଟରେ ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ଚେକିଂ Continue Reading
Seo wordpress plugin by www.seowizard.org.