
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୬ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଡିଆମ୍ବ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା Continue Reading