Home Posts tagged gajapati district (Page 2)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ Continue Reading
Odisha News
ଗଣେଶ ରାଜୁଙ୍କ ରିପୋର୍ଟଗଜପତି, ୩୧/୧ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ ଟେକ୍ନୋଲୋଜି ଏବଂ ପରିଚାଳନା ଶିକ୍ଷାନୁଷ୍ଠାନ ୨୦୨୬ରେ ଏହାର ପାରଳାଖେମୁଣ୍ଡି କ୍ୟାମ୍ପସରେ ସେଭ ଫୁଲ୍ ଇଣ୍ଡିଆ ଆପ୍ ଲଞ୍ଚ ସଫଳତାର ସହିତ ଆୟୋଜିତ ହୋଇଥିଲା ।ଯାହା ସ୍ଥିରତା, ଦାୟିତ୍ୱପୂର୍ଣ୍ଣ ବ୍ୟବହାର ଓ ନବସୃଜନ-ନେତୃତ୍ୱାଧୀନ ସାମାଜିକ ପ୍ରଭାବକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।୨୭ ଜାନୁଆରୀ ୨୦୨୬ରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧ : ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ପାଇଁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧: ନିଶାମୁକ୍ତ ଓ ସୁସ୍ଥ-ସମୃଦ୍ଧ ସମାଜ ଗଠନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଅଫ୍ ଟେକ୍ନୋଲୋଜି ଏବଂ ମ୍ୟାନେଜମେଣ୍ଟ, ପାରଳାଖେମୁଣ୍ଡିର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ୟୁନିଟ୍ ଦ୍ୱାରା ୨୧ ଜାନୁଆରୀ ୨୦୨୬ ତାରିଖରେ ଖରସଣ୍ଡା ଏବଂ ପାରଳାଖେମୁଣ୍ଡି ଅନ୍ତର୍ଗତ ବାର୍ଲଣ୍ଡା ଗ୍ରାମରେ “ନଶା ମୁକ୍ତ ଅଭିଯାନ” ସଚେତନତା କାର୍ଯ୍ୟକ୍ରମ ସଫଳତାର ଅନୁଷ୍ଠିତ ହୋଇଯାଇଛି ।ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୧ : ସୂର୍ଯ୍ୟ ଯେତେ ବେଳେ ଉତ୍ତରାୟଣ ପଥେ ଅଗ୍ରସର , ପ୍ରକୃତି ଯେତେବେଳେ ନବ ଆଲୋକ ଓ ନବ ଆଶାର ସନ୍ଦେଶ ନେଇ ମନୁଷ୍ୟ ମନକୁ ସ୍ପର୍ଶ କରେ , ସେହି ପବିତ୍ର ମୁହୂର୍ତ୍ତକୁ ସାକ୍ଷୀ ରଖି ଓଡ଼ିଆ ସାହିତ୍ୟ ଓ ସଂସ୍କୃତିର ଅମର ଐତିହ୍ୟକୁ ସ୍ମରଣ କରି ଏକ ଅର୍ଥାବହ ଓ ଭାବବହୁଳ ଆୟୋଜନ ଆଜି ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧: ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ସେଞ୍ଚୁରିଅନ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଏଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ:) ର “ସ୍କୁଲ ଅଫ ଇଞ୍ଜିନିୟରିଂ ଏଣ୍ଡ ଟେକ୍ନୋଲୋଜି ବିଭାଗର ପ୍ରଫେସର ଓ ଡିନ ପ୍ରଫେସର ଡ଼ଃ ପ୍ରଫୁଲ୍ଲ କୁମାର ପଣ୍ଡାଙ୍କୁ “ରିସେପିଙ୍ଗ ଏ ଗ୍ରିନର ଫ୍ୟୁଚର” ଶୀର୍ଷକ ଜାତୀୟ ସେମିନାର ଓ ଆୱାର୍ଡ଼ କନକ୍ଲେଭ ଅବସରରେ ତାଙ୍କୁ ସମ୍ମାନ ଜନକ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୂଖ୍ୟଅତିଥି ଭାବେ ପ୍ରାଧିକରଣ ର ସଚିବ ଜର୍ଜ ଶ୍ରୀ ବିମଳ ରାଉଳ ଯୋଗ ଦେଇ ଛାତ୍ରୀମାନେ ଆଜିକାଲି କିଭଳି ଫୋନ୍ ଯୋଗୁଁ ବିଭିନ୍ନ ଛଳନା ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧ :ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ ,( ଭା.ପ୍ର.ସେ.) ଆଜି ତାଙ୍କ କାର୍ଯ୍ୟରେ ଯୋଗଦାନ କରିଛନ୍ତି ।ନୂତନ ଜିଲ୍ଲାପାଳ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମୟାନୁବର୍ତ୍ତିତା ଅବଲମ୍ବନ ପାଇଁ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସଫଳ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା କାଶୀନଗର ବ୍ଲକର ରାଣିପେଣ୍ଠ ଗ୍ରାମ ନିକଟସ୍ଥ ଡେଭିଡ ନଗରରେ ଜଳବାୟୁ ସୁରକ୍ଷା ପରିଷଦ ପକ୍ଷରୁ ଆରୋଗ୍ୟ ମିତ୍ର ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସ୍ବେଚ୍ଛାସେବୀ ଅନୁଷ୍ଠାନ ଜଳବାୟୁ ସୁରକ୍ଷା ପରିଷଦ ପକ୍ଷରୁ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ପରିଚାଳନା ହେଉଥିବା ବେଳେ ଆଜିର ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି Continue Reading