Home Posts tagged gajapati maharaja meets cm
Odisha News
ଭୁବନେଶ୍ୱର,୧/୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ।ଆଗାମୀ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୃଙ୍ଖଳିତ ରଥଯାତ୍ରା ନୀତିକାନ୍ତିଠୁ ଆରମ୍ଭ କରି ରତ୍ନଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରିଛନ୍ତି ଗଜପତି। ଗଜପତି ମହାରାଜା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।ଆଲୋଚନା ପରେ Continue Reading
Seo wordpress plugin by www.seowizard.org.