Home Posts tagged gandhinagar
Odisha News
ଗାନ୍ଧିନଗର,୨୬/୧୨: ଜଣେ ବିଏସଏଫ ଯବାନଙ୍କୁ ଗୁଜରାଟର ନାଦିଆଦ ଠାରେ ପିଟିପିଟି ହତ୍ୟା କରାଯାଇଛି। ଏହି ଯବାନ ଜଣଙ୍କ ସୋଶାଲ ମିଡିଆରେ ଭାଇରାଲ ହେଉଥିବା ତାଙ୍କ ଝିଅର ଅଶ୍ଳୀଳ ଭିଡିଓକୁ ବିରୋଧ କରିଥିଲେ। ଏହାକୁ ନେଇ ଭାଇରାଲ କରିଥିବା ପିଲାର ପରିବାର ଲୋକ ତାଙ୍କୁ ପିଟିପିଟି ହତ୍ୟା କରିଛନ୍ତି। ପୁଲିସ୍ ଏହି ଘଟଣାରେ ଗୋଟିଏ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।ମିଳିଥିବା ସୂଚନା ଅନୁଯାୟୀ, ଶନିବାର ଦିନ ଯବାନ ମେଲଜିଭାଇ ବାଘେଲା ତାଙ୍କ ଝିଅର ଭିଡିଓ Continue Reading
Seo wordpress plugin by www.seowizard.org.