Home Posts tagged ganesh chaturthi
Odisha News
ଭୁବନେଶ୍ୱର, ୭/୯ : ଭାଦ୍ରବ ଶୁକ୍ଳ ଚତୁର୍ଥୀ, ଆଜି ହେଉଛି ଗଣେଶ ଚତୁର୍ଥୀ। ଗଜାନନଙ୍କ ପୂଜା ପାଇଁ ଗାଁଠୁ ସହର ସବୁଠି ଉତ୍ସାହ ଉଦ୍ଦିପନା। ଶିକ୍ଷାନୁଷ୍ଠାନ, ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ, ଏପରିକି ସାହି ଗଳିରେ ଆଜି ପୂଜା ପାଇବେ ଗଜାନନ ।ଖୋର୍ଦ୍ଧା ଜିଲ୍ଲାର ଜଟଣୀ ସହର ଗଣେଶ ପୂଜା ପାଇଁ ବେଶ୍ ପ୍ରସିଦ୍ଧ। ଏଠାରେ ୨୦୦ରୁ ଅଧିକ ମଣ୍ଡପରେ ପୂଜା ପାଉଛନ୍ତି ପ୍ରଭୁ ଗଜାନନ। ଚଳିତବର୍ଷ ୧୩ ଦିନ ଧରି ଚାଲିବ ଗଣେଶ ପୂଜା।ତେବେ ରାଜଧାନୀ ଭୁବନେଶ୍ବର, […]Continue Reading
Odisha News
ଭୁବନେଶ୍ୱର , ୧୯/୯: ଆଜି ହେଉଛି ଗଣେଶ ପୂଜା। ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ। ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ।ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜା ମଣ୍ଡପ ଗୁଡିକୁ ଏଥିପାଇଁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଗଣେଶ ପୂଜାକୁ ନେଇ ଉତ୍ସବମୁଖର ପରିବେଶ । ଅନୁଗୁଳର ତାଳଚେର,ଭୁବନେଶ୍ୱର,କଟକ, ରାଉରକେଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଡ଼ ବଡ଼ ମେଢ଼ ଓ ତୋରଣ ନିର୍ମାଣ ହୋଇଛି Continue Reading
Odisha News
କଟକ, ୨୯/୮: କଟକରେ ବିକୃତ ଗଣେଶ ମୂର୍ତ୍ତି ତିଆରି ସଂପର୍କିତ ମାମଲାରେ ହସ୍ତକ୍ଷେପ କରିବାକୁ ମନା କରିଦେଲେ ହାଇକୋର୍ଟ। ବିକୃତ ମୂର୍ତ୍ତି ନିର୍ମାଣ ନେଇ ଆବଶ୍ୟକ ନିଷ୍ପତ୍ତି ଓ ପଦକ୍ଷେପ ପୁଲିସ୍ ପ୍ରଶାସନ ଉପରେ ଛାଡ଼ିଦେଲେ ହାଇକୋର୍ଟ। ଗତକାଲି ବିବାଦ ଦେଖାଦେଇଥିବା ବେଳେ ଆଜି ଏହି ନିଷ୍ପତ୍ତି ଆସିଛି।ସୂଚନା ଥାଉକି, କଟକରେ ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ପ୍ରସ୍ତୁତିକୁ ନେଇ ବିବାଦ ଦେଖା ଦେଇଥିଲା। ଅଭିଯୋଗକୁ ଭିତ୍ତି କରି ବିକୃତ ମୂର୍ତ୍ତିକୁ ପୂଜା Continue Reading
Seo wordpress plugin by www.seowizard.org.