Home Posts tagged GANESHA PUJA
Odisha News
ଭୁବନେଶ୍ବର, ୧୮/୮ : ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ।ଓଡ଼ିଶାରେ ପ୍ରସିଦ୍ଧ ଜଟଣୀ, ତାଳଚେର, ଦେବଗଡ଼ ସମେତ କଟକ ଓ ଭୁବନେଶ୍ବରରେ ମଧ୍ୟ ଧୁମଧାମ୍‌ରେ ଗଣେଶ ପୂଜାର ଆୟୋଜନ ହେବ। ରାଜଧାନୀ ଭୁବନେଶ୍ବରରେ ଗଣେଶ ପୂଜାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୂର୍ତ୍ତି ଗଢ଼ା କାମ ଜୋରସୋରରେ ଚାଲିଛି।ଟେଣ୍ଟ କାମ ଅଳ୍ପ ଦିନ ମଧ୍ୟରେ ଆରମ୍ଭ ହୋଇଯିବ। […]Continue Reading
Seo wordpress plugin by www.seowizard.org.