Home Posts tagged ganeswar behera resigns congress
Odisha News
ଭୁବନେଶ୍ବର, ୨/୪: ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା। ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ପିସିସି ସଭାପତିଙ୍କ ନିକଟକୁ ପଠାଇଛନ୍ତି।ଗଣେଶ୍ୱର ବେହେରାଙ୍କର କେନ୍ଦ୍ରାପଡ଼ା ବିଧାନସଭା ଆସନରେ ନିଜର ପ୍ରଭାବ ରହିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା କେନ୍ଦ୍ରାପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ଗତ ୩ଟି ନିର୍ବାଚନରେ Continue Reading
Seo wordpress plugin by www.seowizard.org.