ଗଞ୍ଜାମ, ୧୧/୧ : ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୩୦ରୁ ଅଧିକ ବୋମା । ଫୁଟିଥିଲେ ଲୋକେ ମୃତାହତ ହେବା ନିଶ୍ଚିତ ଥିଲା। ମାତ୍ର ବଡ଼ ଅଘଟଣ ଘଟିବା ପୂର୍ବରୁ ସମସ୍ତ ବୋମାକୁ ନିଷ୍କ୍ରିୟ କରିଛି ପୁଲିସ୍। ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି। ଏପରି ଏକ ଘଟଣା ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଖଜୁରିଆରେ ଘଟିଛି।କିଛି […]Continue Reading




